ସୁସ୍ଥ ଥିବା ଆନ୍ତରାଜ୍ୟ ଭ୍ରମଣକାରୀଙ୍କର ନମୁନା ପରୀକ୍ଷା କରାଯିବ ନାହିଁ
ନୂଆଦିଲ୍ଲୀ: କରୋନାଭାଇରସ୍ ସଂକ୍ରମଣ ମାମଲା ଦ୍ରୁତ ବେଗରେ ବୃଦ୍ଧିପାଉଥିବା ବେଳେ ‘ଡାଇଗ୍ନୋଷ୍ଟିକ୍ ଲ୍ୟାବ୍’ଗୁଡ଼ିକ ଉପରୁ ଚାପ ହ୍ରାସ ଲାଗି କେନ୍ଦ୍ର ସରକାର ମଙ୍ଗଳବାର ଦିନ ଦେଶରେ ‘କରୋନାଭାଇସ୍-ଟେଷ୍ଟିଙ୍ଗ୍ ନିୟମ’ ସଂଶୋଧନ କରିଛନ୍ତି। ସୁସ୍ଥ ଥିବା ଆନ୍ତରାଜ୍ୟ ଭ୍ରମଣକାରୀ ଏବଂ!-->…