ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର
ଅତିରିକ୍ତ ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । କୋଟି କୋଟି ଟଙ୍କାର ଆୟ ବର୍ହିଭୁତ ସଂପତ୍ତି ଠୁଳ କରିବା ଅଭିଯୋଗରେ ନିକଟରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିଲେ ତ୍ରିନାଥ । ଏପର୍ଯ୍ୟନ୍ତ ରାଜ୍ୟ ସରକାର 152 ଜଣ ଅଧିକାରୀଙ୍କୁ ଦୁର୍ନୀତି ଅଭିଯୋଗରେ!-->…