ଘର ଛାଡି ପଳାଇଛି ପୁଅ, ହନ୍ତସନ୍ତ ବୁଢ଼ୀ ମା’
ଉମରକୋଟ: ବୃଦ୍ଧା ଅବସ୍ଥାରେ ହନ୍ତସନ୍ତ ହେଉଛନ୍ତି । ଏହି ବୃଦ୍ଧା ଜଣକ ହେଉଛନ୍ତି ନବରଙ୍ଗପୁର ଉମରକୋଟର ମାଳିଗୁଡାର । ଏ ହେଉଛନ୍ତି ବୃଦ୍ଧା ସୁବରୀ ମାଳି । ବୟସ ମାତ୍ର ୭୭ ବର୍ଷ । ଝାଟି ମାଟି କୁଡିଆ ଖଣ୍ଡେ ସାହା ହୋଇଥିବା ବେଳେ ଏବେ ବର୍ଷା ସାଜିଛି କାଳ । । ସୁରବୀଙ୍କ ପୁଅ ୨୫ ପର୍ଷ!-->…