ଲେହରେ ହେବ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ: ବଜେଟ୍ ୨୦୨୧ରେ ଶିକ୍ଷାକ୍ଷେତ୍ର ପାଇଁ ହୋଇଛି ବଡ଼ ଘୋଷଣା | ବଜେଟ୍ ୨୦୨୧ ଅନୁଯାୟୀ ଦେଶରେ ଖୋଲାଯିବ ୧୦୦ରୁ ଅଧିକ ସୈନିକ ସ୍କୁଲ ।ସେହିଭଳି ଆଦିବାସୀ ଅଞ୍ଚଳରେ ଖୋଲିବ ଏକଲବ୍ୟ ସ୍କୁଲ । ଏନେଇ ଆଜି ସଂସଦରେ ସାଧାରଣ ବଜେଟ ଉପସ୍ଥାପନରେ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି!-->…