Odia News Portal
Browsing Tag

Union Health Ministry

କୋଭିଡ୍ ସଂକ୍ରମିତଙ୍କ ପାଇଁ ବଦଳିଲା ହସ୍ପିଟାଲ ନିୟମ

ଭୁବନେଶ୍ୱର: ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ସମୟରେ ଆକ୍ରାନ୍ତଙ୍କ ପାଇଁ ବଦଳିଛି ହସ୍ପିଟାଲର ନିୟମ । ଏଣିକି ହସ୍ପିଟାଲରେ ଆଡମିସନ ପାଇଁ ଆଉ ଦରକାର ନାହିଁ କୋଭିଡ୍ ପଜିଟିଭ୍ ରିପୋର୍ଟ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିୟମ ବଦଳାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଏହି ଖବର

ଟିକା ନେବେ ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ: ଆଜି ଟିକା ନେବେ ସୁପ୍ରିମକୋର୍ଟର ସମସ୍ତ ବିଚାରପତି । ସାରାଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା ଚାଲିଥିବା ସମୟରେ ସୁପ୍ରିମକୋର୍ଟ ବିଚାରପତି ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆଜିଠାରୁ କରୋନା ଟିକା ଦିଆଯିବ ବୋଲି ସୂଚନା ମିଳିଛି । ଏପରିକି ସୁପ୍ରିମକୋର୍ଟର

ପୋଲିଓ ବଦଳରେ ସାନିଟାଇଜର,୧୨ ଶିଶୁ ଅସୁସ୍ଥ

ମହାରାଷ୍ଟ୍ର: ଶିଶୁଙ୍କୁ ପୋଲିଓ ବୁନ୍ଦା ବଦଳରେ ଦିଆଗଲା ସାନିଟାଇଜର ।ମହାରାଷ୍ଟ୍ରର ଯବତମାଲରେ ଏହିଭଳି ସାଙ୍ଘାତିକ ଘଟଣା ଦେଖିବାକୁ ମିଳିଛି | ସାନିଟାଇଜର ଡ୍ରାପ ଖାଇ ୫ ବର୍ଷରୁ କମ୍ ୧୨ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ଗୁରତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ମୋଦି !

ନୂଆଦିଲ୍ଲୀ: କୋଭିଡ୍ ଟିକା ନେବେ ମୋଦି । ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଓ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ନେବେ ଟିକା । ଗୁରୁବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବା ଅବସରରେ ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।ଏହି ଟିକାକରଣରେ