ନଜର ପକାନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଜୀବନ ନେଲା ମହାମାରୀ
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡ ଓ ପୁରୀ ଜିଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। କଟକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ!-->…