ପୁଣି ୬୫ ଜୀବନ ନେଲା ମହାମାରୀ
ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୩୦କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଛନ୍ତି। ଏଥିସହିତ କଟକ ଜିଲାରେ ୧୨ ଜଣ କରୋନା!-->…