ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍
ନୂଆଦିଲ୍ଲୀ: ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା!-->…