Odia News Portal
Browsing Tag

update

ଆଜି ଦେଶରେ ୯୩୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ ମାରାତ୍ମକ କରୋନା ଜୀବାଣୁଙ୍କର ହ୍ରାସ ଘଟିଥିବାର ରେକର୍ଡ କରାଯାଇଥିଲା। କିନ୍ତୁ ଆଜି ମାମଲା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୭୩୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ, ଶେଷ ଦିନରେ ୪୭,୨୪୦ ଜଣଙ୍କୁ ଡିସଚାର୍ଜ

ରାଜ୍ୟରେ ଆଜି ୨୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆଜି ଅନୁଗୁଳରୁ ୭୯,

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ହଜାର ୭୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଗତ ୧୧୧ ଦିନ ମଧ୍ୟରେ ସର୍ବନିମ୍ନ ସଂକ୍ରମଣ। ଦେଶରେ ଆରୋଗ୍ୟଙ୍କ ପ୍ରତିଶତ ୯୭.୧୭ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ

ଆଜି ବି ରାଜ୍ୟରେ ଅର୍ଦ୍ଧଶତକ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଦିନକରେ ୫୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୯୯କୁ ବୃଦ୍ଧିପାଇଛି। ବରଗଡ ଜିଲାରୁ ୫ ଜଣ କୋଭିଡ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ପୂରା ରାଜ୍ୟରୁ ୨୮୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ରହିଥିବାବେଳେ ପଛକୁ ରହିଛି କଟକ । ଉଭୟ ଜିଲ୍ଲାରେ ୪୦୦ ଉପରେ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରେ

୨୪ ଘଣ୍ଟାରେ ଦେଶରେ ୩୯ ହଜାର ୭୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାରାତ୍ମକ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୭୯୬ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଏହି ସମୟରେ ୭୨୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଭାରତରେ କ୍ରମାଗତ ସପ୍ତମ ଦିନ ପାଇଁ ୫୦ ହଜାରରୁ କମ୍ କରୋନା ମାମଲା

ଆଜି ୫୦ ପାର କଲା କରୋନା ଜନିତ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ୪୦ ଉପରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ବେଳେ ଆଜି ୫୨ ଜଣ ଆକ୍ରାନ୍ତଙ୍କ ପ୍ରଣ ନେଇଛି ମହାମାରୀ । ଯାହା ଏପର‌୍ୟ୍ୟନ୍ତ ଗୋଟିଏ ଦିନରେ ପ୍ରାଣ ହରାଇଥିବା କରୋନା ଆକ୍ରାନଙ୍କ ମଧ୍ୟରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ:ଦେଶରେ ତଳମୁହାଁ କରୋନା ମିଟର । ଭାରତରେ କରୋନା ସଂକ୍ରମଣ ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। ଜୁନ୍ ୨୭ ଠାରୁ, ୫୦ ହଜାରରୁ କମ୍ ନୂତନ କରୋନା ମାମଲା କ୍ରମାଗତ ଭାବରେ ପଞ୍ଜୀକୃତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୦୭୧ କରୋନା

ଆଜି ରାଜ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୫୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୦ ଜଣ ଆକ୍ରାନ୍ତ

ରାଜ୍ୟରେ ୪୬ ମୁଣ୍ଡନେଲା ମହାମରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୬ ଆକ୍ରାନ୍ତଙ୍କ ପ୍ରାଣନେଇଛି ମହାମାରୀ । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ