Odia News Portal
Browsing Tag

update

ଆଜି ରାଜ୍ୟରେ ୬୬ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: କମୁଛି ଦୈନିକ ସଂକ୍ରମଣ । ହେଲେ କମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୨୮କୁ ବୃଦ୍ଧିପାଇଛି। ଗତ କିଛିଦିନ କରୋନା ମୃତ୍ୟୁରେ କଟକ

ନଜର ପକାନ୍ତୁ ରାଜ୍ଯର କରୋନା ଅପଡେଟ୍ ଉପରେ…

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ଜଣ ଶିଶୁ ଓ କିଶୋର କରୋନା

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୦୭୨ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୫ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। ଏହା ହେଉଛି ଗତ ୧୬୦ ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ନୂତନ ସଂକ୍ରମିତଙ୍କ ସଂଖ୍ୟା ଠାରୁ ସର୍ବନିମ୍ନ। କେନ୍ଦ୍ର

ରାଜ୍ୟରେ ଦିନକରେ ୮୫୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦ୍ୱିତୀୟ ଲହରର ପ୍ରକୋପ ମଧ୍ୟରେ ତୃତୀୟ ଲହରର ଆଶଙ୍କା ଜାରୀ ରହିଛି । ଇତି ମଧ୍ୟରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କେତେବେଳେ ବଢ଼ିବାରେ ଲାଗିଛି ତ କେତେବେଳେ କମିବାରେ ଲାଗିଛି ।ଦେଶରେ କରୋନା ସଂକ୍ରମଣ କ୍ଷେତ୍ରରେ ହ୍ରାସ ଘଟିଛି । ଶନିବାର ସକାଳେ ସ୍ୱାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ୯୧୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା

ଆଜି ରାଜ୍ୟରେ ପୁଣି ହଜାରେ ତଳେ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ଦିନେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଛି ତ ଆଉ ଦିନ ଖସୁଛି । ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା ସବୁଦିନ ୧୦୦ ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ କେସ୍ ଚିହ୍ନଟ ହୋଇଥିବା ବେଳେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । । ଅନ୍ୟପଟେ ଚିହ୍ନଟ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର

ଆଜି ରାଜ୍ୟରେ ୯୯୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ବୟସର ୧୩୮ ଜଣ ରହିଛନ୍ତି। ଏଥିସହିତ ସଂଗରୋଧରୁ ୫୭୮ ଓ ସ୍ଥାନୀୟ ସଂକ୍ରମିତ ୪୧୫ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୧୮,