କରୋନା ସଂକ୍ରମିତ ହେଲେ ଉର୍ମିଳା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ରାଜନେତ୍ରୀ ଉର୍ମିଳା ମାତୋଣ୍ଡକର କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ଉର୍ମିଳା ଲେଖିଛନ୍ତି ଯେ, ‘‘ମୋର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ତେବେ ମୋ ସ୍ବାସ୍ଥ୍ୟବସ୍ଥା ଏବେ ଭଲ ଅଛି ଓ ମୁଁ ନିଜକୁ ଘରେ ସଙ୍ଗରୋଧରେ!-->…