ୟୁପିରେ ପୁଣି ଯୋଗୀରାଜ
ଉତ୍ତରପ୍ରଦେଶରେ ଇତିହାସ ରଚିଲା ଭାରତୀୟ ଜନତା ପାର୍ଟି । ୩୭ ବର୍ଷ ପରେ ପ୍ରଥମ ଥର ପାଇଁ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ପୂର୍ଣ୍ଣ ବହୁମତ ସହ!-->…