ଭିଜିଲାନ୍ସ ଜାଲରେ ସହକାରୀ ଜିଲ୍ଲାପାଳ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ରାଉରକେଲା ଏଡିଏମ ଅଫିସର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘରେ ରେଡ୍ । ଭିଜିଲାନ୍ସ ବିଭାଗର ୫ଟି ଟିମ୍ ଏକ ସମୟରେ ୫ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି । ଏକା ସାଙ୍ଗରେ ଛେଣ୍ଡ କଳିଙ୍ଗ ବିହାର ଅଞ୍ଚଳରେ ଦୁଇଟି ଘରେ!-->…