ରାଜ୍ୟରେ ଆସନ୍ତା ୪ଦିନ ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ!-->…