Odia News Portal
Browsing Tag

weather report

୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ତେବେ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୮ଟି

୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ଛୁଇଁଛି ମୌସୁମୀ । ଏହାର ପ୍ରବାରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବା ମଧ୍ୟ ନଜରକୁ ଆସିଛି । ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି

ପ୍ରବଳ କୁଟିବ, ୬ ଜିଲ୍ଲାକୁ ରେଡ୍ ୱାଣ୍ଣିଂ

ଭୁବନେଶ୍ୱର: ଓଡ଼ିଶା ଛୁଇଁଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେଉଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଉଛି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୋଳ ରହିଛି। ଏହି

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ

ଭୁବନେଶ୍ୱର: ଓଡ଼ିଶା ଛଉଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ । ଦକ୍ଷିଣ ଓଡ଼ିଶା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଲା ପାଣିପାଗ ବିଭାଗ । ଲଘୁଚାପ ଯୋଗୁଁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବ । ଆସନ୍ତାକାଲି ବେଶୀ ବର୍ଷା ହେବ । ଆସନ୍ତା ୪୮ ଘଣ୍ଟାରେ ସମଗ୍ର ଓଡ଼ିଶାରେ ବର୍ଷା ହେବ ।

ପ୍ରବଳ ବର୍ଷା ନେଇ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ବନ୍ୟା କଥା ବୁଝୁଥିବା ସବୁ ଅଫିସ ୨୪ ଘଣ୍ଟା ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣି ଜମିବା ସହ ବିଭିନ୍ନ

ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପ୍ରାକ୍ ମୌସୁମୀ ପ୍ରଭାବରେ ଆଜିଠୁ ବର୍ଷା । ତେବେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ

ସକ୍ରିୟ ହେଉଛି ମୌସୁମୀ

ଭୁବନେଶ୍ୱର: ମୌସୁମୀ କେରଳ ଛୁଇଁବା ପରେ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ଆଜି କେନ୍ଦ୍ରୀୟ ଆରବସାଗରର କିଛି ଅଧିକ ସ୍ଥାନ, ସମ୍ପୂର୍ଣ୍ଣ ଉପକୂଳ କର୍ଣ୍ଣାଟକ ଓ ଗୋଆ, ମହାରାଷ୍ଟ୍ରର କିଛି ଅଞ୍ଚଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓ ତେଲେଙ୍ଗାନାର କିଛି କିଛି ଅଞ୍ଚଳରେ ସକ୍ରିୟ ହୋଇଛି।

ଏହିସବୁ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଗଣ୍ଟା ମଧ୍ୟରେ ବର୍ଷା ସହ କାଳ ବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସତର୍କ କଲା ପାଣିପାଗ ବିଭାଗ । ରାୟଗଡା,କନ୍ଧମାଳ, କଳାହାଣ୍ଡି,ନବରଙ୍ଗପୁର,ନୂଆପଡା, ବରଗଡ଼,ଝାରସୁଗୁଡା,ସୁନ୍ଦରଗଡ,କେଉଁଝର, ଦେଓଗଡ, ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାରେ ବଜ୍ରପାତ ସହିତ