ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା
ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ। ଏହା ବ୍ୟତୀତ ମୌସୁମୀ ବର୍ଷା ମଧ୍ୟ ଜାରି ରହିବ । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ!-->…