ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ସମୟ ବଦଳିବା ସହ ମାନସିକ ସ୍ୱାସ୍ଥ୍ୟ ନେଇ ସାମାଜିକ ସଚେତନତାର ଆବଶ୍ୟକତା ଅଧିକ ଆବଶ୍ୟକ ରହିଛି । ମାନସିକ ସ୍ୱାସ୍ଥ୍ୟ ସଂପର୍କରେ ଶିକ୍ଷା, ସଚେତନତାର ପ୍ରସାର!-->…