ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଗରିବଙ୍କୁ ମିଳିବ ମାଗଣା ରାସନ
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅବଧିକୁ ବୃଦ୍ଧି କଲେ କେନ୍ଦ୍ର ସରକାର । ଆସନ୍ତା ୨୦୨୨ ମସିହା ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣାରେ ମିଳିବ ରାସନ ସାମଗ୍ରୀ । ଏନେଇ ଆଜି କ୍ୟାବିନେଟ୍ ମଞ୍ଜୁରୀ ପରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ପ୍ରେସମିଟ୍ କରି ସୂଚନା!-->…